ଜାନୁଆରି ୧୫ ସୁଦ୍ଧା ସରିବ ଇ-କେୱାଇସି: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଜାନୁଆରି ୧୫ତାରିଖ ସୁଦ୍ଧା ସରିବ ଇ-କେୱାଇସି। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଯେଉଁମାନେ କାରଣରୁ ବୟସାଧିକ୍ୟ କାରଣରୁ ଇ-କେୱାଇସି କରିନାହାନ୍ତି, ସେମାନଙ୍କ ପାଖକୁ ବିଭାଗୀୟ ଅଧିକାରୀ ଯାଇ ଇ-କେୱାଇସି କରାଉଛନ୍ତି। ଅନ୍ୟପଟେ ଯେଉଁମାନେ!-->…
