ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ
ଓଡ଼ିଶାର ଡ୍ରାଇଭର ମହାସଂଘ ଷ୍ଟିଅରିଂ ଛାଡ଼ ଡାକରା ଦେଇଛନ୍ତି। ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ୭ ଦଫା ଦାବି ନେଇ ରାସ୍ତାକୁ ଓହ୍ଲାଇଛି । ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ରାଜ୍ୟବ୍ୟାପି ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ଡାକରା ଦିଆଯାଇଛି । ରାଜ୍ୟର ୫ ଲକ୍ଷରୁ ଅଧିକ ଡ୍ରାଇଭର ଏଥିରେ ସାମିଲ!-->…
