ସାମ୍ବାଦିକଙ୍କ ପାଇଁ ହଟିଲା କଟକଣା; ଲୋକସେବା ଭବନରେ ପ୍ରବେଶ ପାଇଁ ମିଳିଲା ଗ୍ରୀନ ସିଗନାଲ
ସାମ୍ବାଦିକଙ୍କ ପାଇଁ ହଟିଲା କଟକଣା । ଲୋକସେବା ଭବନରେ ପ୍ରବେଶ ପାଇଁ ମିଳିଲା ଗ୍ରୀନ ସିଗନାଲ । ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ସ୍ୱୀକୃତିପ୍ରାପ୍ତ ଓ ଅଣସ୍ୱୀକୃତିପ୍ରାପ୍ତ ସାମ୍ବାଦିକଙ୍କୁ ପ୍ରବେଶ ପାଇଁ ଅନୁମତି ମିଳିଛି । ଟିଭି ଓ!-->…
