ଓସିଏ ସଭାପତି ପଦରୁ ବବି ଦାସଙ୍କ ଇସ୍ତଫା
ଓସିଏ ସଭାପତି ପଦରୁ ଇସ୍ତଫା ଦେଲେ ବବି ଦାସ । ଇସ୍ତଫା ଦେଇଥିବା ନେଇ ଓସିଏ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି । ଗତ ୨୦୨୨ ମସିହା ଅକ୍ଟୋବର ମାସରେ ଓସିଏର ସଭାପତି ଦାୟିତ୍ୱ ନେଇଥିଲେ ପ୍ରଣବ ପ୍ରକାଶ ଦାସ । ସେ ନିର୍ଦ୍ୱନ୍ଦ୍ୱରେ ଏହି ପଦ ପାଇଁ ନିର୍ବାଚିତ ହୋଇଥିଲେ ।!-->…
