ରାଜ୍ୟରେ ବଢିବ ମଦ ଦର? କଣ କହିଲେ ଆଇନ ମନ୍ତ୍ରୀ
ରାଜ୍ୟରେ ମଦ ଦର ବଢିବ କି ? ଏଭଳି ପ୍ରଶ୍ନ ସେତେବେଳେ ଉଠିଛି ଯେତେବେଳେ ମଦ ଦର ବୃଦ୍ଧି ନେଇ ଅବକାରୀ ମନ୍ତ୍ରୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ମଦ ଦର ବୃଦ୍ଧି ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, ମଦ ଦର ବୃଦ୍ଧି ନେଇ ପ୍ରାଇସ ଫିକ୍ସେସନ୍ କମିଟି ରିପୋର୍ଟ ଆସିଛି, ଏହା!-->…
