ମହାପ୍ରଭୁଙ୍କ କୃପାରୁ ମୋତେ ଓଡ଼ିଶାର ରାଜ୍ୟପାଳ ହେବାର ସୌଭାଗ୍ୟପ୍ରାପ୍ତ ହୋଇଥିଲା
ବିଦାୟୀ ରାଜ୍ୟପାଳ ରଘୁବର ଦାସ ଆଜି ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଏହାପରେ ସେ ଗଣମାଧ୍ୟମକୁ କହିଛନ୍ତି, ମହାପ୍ରଭୁଙ୍କ କୃପାରୁ ମୋତେ ଓଡ଼ିଶାର ରାଜ୍ୟପାଳ ହେବାର ସୌଭାଗ୍ୟପ୍ରାପ୍ତ ହୋଇଥିଲା। ଏହାପରେ ଦଳ ମୋତେ ଯେଉଁ ଦାୟିତ୍ବ ଦେବ, ବିଜେପିର ଜଣେ ଶୃଙ୍ଖଳିତ କର୍ମୀ!-->…
