ମା’ ତାରାତାରିଣୀଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ: ପୀଠର ଭିତ୍ତିଭୂମି ବିକାଶ ପାଇଁ ୩୦ କୋଟି ଘୋଷଣା
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ମା’ ତାରାତାରିଣୀଙ୍କ ଦର୍ଶନ କରିଛନ୍ତି। ମା’ଙ୍କ ନିକଟରେ ଦୀପ ଜାଳି ପୂଜାର୍ଚ୍ଚନା କରିବା ସହ ଓଡ଼ିଶାର ସାମାଜିକ ଓ ଅର୍ଥନୈତିକ ବିକାଶ ଏବଂ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ପ୍ରାର୍ଥନା କରିଥିଲେ। ମନ୍ଦିରରେ ଏକ ଘଣ୍ଟା!-->…
