ଓଡ଼ିଶାରେ ହେବ ବଡ ପୁଞ୍ଜିନିବେଶ : ୯୬ ହଜାର ଯୁବକ ଯୁବତୀ ପାଇବେ ନିଯୁକ୍ତି
ଓଡ଼ିଶାରେ ହେବ ବଡ଼ ପୁଞ୍ଜିନିବେଶ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦୁଇ ଦିନିଆ ନୂଆଦିଲ୍ଲୀ ଗସ୍ତକାଳରେ ଓଡ଼ିଶା ଇନଭେଷ୍ଟର୍ସ ମିଟରେ ବିଭିନ୍ନ ଶିଳ୍ପସଂସ୍ଥା ସହ ଓଡ଼ିଶା ସରକାରଙ୍କର ୧୩ଟି ବୁଝାମଣାପତ୍ର ସ୍ୱାକ୍ଷର ହୋଇଛି । ବୁଝାମଣା ଅନୁସାରେ , ଓଡ଼ିଶାରେ ଶିଳ୍ପ!-->…
