ପାଣ୍ଡିଆନଙ୍କ ପାଇଁ ମାମଲାତି କଲେ ୪ ସାଂସଦ, ଅସ୍ଥିରତା ପଛରେ ବବି
ୱକଫ୍ ବିଲ୍ ପ୍ରସଙ୍ଗରେ ବିଜେଡିରେ ଉଠିଥିବା ଝଡ଼ ଥମିବା ପରିବର୍ତ୍ତେ ଅଧିକ ଜଟିଳ ହେବାରେ ଲାଗିଛି । ନବୀନ ପଟ୍ଟନାୟକଙ୍କ ବିଜେଡିରେ ଦଳର ସାଂସଦମାନେ ଏବେ ନବୀନଙ୍କ ପରିବର୍ତ୍ତେ ଅଘୋଷିତ ସର୍ବେସର୍ବା ଭିକେ ପାଣ୍ଡିଆନଙ୍କ ପ୍ରତି ଅଧିକ ଆନୁଗତ୍ୟ ପ୍ରଦର୍ଶନ କରିବାରେ ଲାଗିଛନ୍ତି । ୱକଫ୍!-->…
