ପାରମ୍ପରିକ ହସ୍ତତନ୍ତ ପୋଷାକ ପିନ୍ଧିଲେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟର କର୍ମଚାରୀ
ଓଡ଼ିଆ ପକ୍ଷ ଅବସରରେ ଗୁରୁବାର ଦିନ 'ଆମ ପୋଷାକ ଆମ ପରିଚୟ' ଦିବସ ଭାବେ ପାଳନ କରାଯାଉଥିବା ବେଳେ ଏହାର ଅନୁପାଳନ ପୂର୍ବକ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ପାରମ୍ପରିକ ହସ୍ତତନ୍ତ ପୋଷାକ ପରିଧାନ କରିଛନ୍ତି।
ଓଡ଼ିଆ ଭାଷା, ସାହିତ୍ୟ,!-->!-->!-->…
