Odia News Portal
Browsing Tag

swadhikar

ଆଜି ସୁଭଦ୍ରା ଆବେଦନର ଶେଷ ତାରିଖ

ସୁଭଦ୍ରା ଯୋଜନା ପାଇଁ ଆବେଦନ କରି ନାହାନ୍ତି କି? ତେବେ ଏହି ଖବରଟି ଆପଣଙ୍କ ଲାଗି ଗୁରୁତ୍ୱପୂର୍ଣ୍ଣ। କାରଣ ନୂଆ ଆବେଦନକାରୀଙ୍କ ଲାଗି ସୋମବାର ଅର୍ଥାତ ୩୧ ମାର୍ଚ୍ଚ ହେଉଛି ଶେଷ ତାରିଖ। ଆଜି ମଧ୍ୟରେ ଆବେଦନ କଲେ ଏକାସାଙ୍ଗରେ ୩ ଟି କିସ୍ତିର ଟଙ୍କା ଆପଣ ପାଇପାରିବେ। ଅର୍ଥାତ

ସରିଆସୁଛି ବଜେଟ ଅଧିବେଶନ: ଆଲୋଚନାରେ ବିଜେଡି, ଭାଜପା; ବାହାରେ କଂଗ୍ରେସ

ଚଳିତ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଅବଧି ଶେଷ ହେବାକୁ ଆଉ ୪ଟି କାର୍ଯ୍ୟ ଦିବସ ରହିଛି। ସେଥିମଧ୍ୟରେ ୨ଟି ଅଫିସିଆଲ ବିଜ୍‌ନେସ୍‌ ରହିଥିବାବେଳେ ଅନ୍ୟ ୨ଟି ପ୍ରାଇଭେଟ ମେମ୍ବର ବିଜ୍‌ନେସ୍‌ ରହିଛି। ଗୃହରେ ବିଜେଡି, ଭାଜପା ସଦସ୍ୟଙ୍କୁ ନେଇ ଗତ ତିନିଦିନ ଧରି ପ୍ରଶ୍ନକାଳ,

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଖସାପଡ଼ା ନୀତି, ଦୀର୍ଘ ସମୟ ଧରି ଚାଲିବ ମହାପ୍ରଭୁଙ୍କ ଗୁପ୍ତ ସେବା

 ୫ ଘଣ୍ଟା ଧରି ସାଧାରଣ ଦର୍ଶନ ବନ୍ଦ । ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ଖସାପଡା ଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ନୀତି ଆରମ୍ଭ ହେବ । ଗୁପ୍ତ ନୀତି ପାଇଁ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ । ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ।

ଭବାନୀପାଟଣାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଆଜି ଭବାନୀପାଟଣାର କ୍ରିଷ୍ଣାନଗର ପଡ଼ିଆଠାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ,  ସାଂସଦ ମାଳବିକା ଦେବୀ ପ୍ରମୁଖ ମଧ୍ୟ ଉପସ୍ଥିତ ଅଛନ୍ତି।  ଅନ୍ତ୍ୟୋଦୟ ଗୃହ ଯୋଜନାରେ ୫୦

ଏସସିବିରେ ମନୋଜ ଆହୁଜା ; ସାଙ୍ଗରେ ଅଛନ୍ତି ସ୍ବାସ୍ଥ୍ୟ ସଚିବ

କଟକ ବଡ଼ ଡାକ୍ତରଖାନାରେ ମୁଖ୍ୟ ଶାସନ ସଚିବ । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏସସିବି ମେଡିକାଲ ପହଞ୍ଚିଛନ୍ତି । ତାଙ୍କ ସହ ଅଛନ୍ତି ସ୍ବାସ୍ଥ୍ୟ ସଚିଵ ଆଶ୍ବସ୍ଥି ଏସ୍ । କଟକ ଵଡ ମେଡିକାଲର ଭିତ୍ତିଭୂମି ସମୀକ୍ଷା କରୁଛନ୍ତି ମୁଖ୍ୟ ଶାସନ ସଚିବ । ଏଥିସହ ଵଡ ମେଡିକାଲ ସମ୍ପ୍ରସାରଣ କାମର

ପୁଣି ଲାଇନଚ୍ୟୁତ ହେଲା ଟ୍ରେନ

କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିଠାରେ ରବିବାର ମଧ୍ୟାହ୍ନରେ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନ୍‌ ନଂ ୧୨୫୫୧ ବେଙ୍ଗାଲୁରୁରୁ କାମାକ୍ଷା ଯାଉଥିଲା। ଏନେଇ ପୂର୍ବତଟ ରେଲଓ୍ବେ ପକ୍ଷରୁ ସୂଚନା ମିଳିଛି। କିଛି ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି।

ଗୋପାଳ ପଟ୍ଟନାୟକ ଓଆରଇଆରଏ ଅଧ୍ୟକ୍ଷ

ଗୋପାଳ ଚନ୍ଦ୍ର ପଟ୍ଟନାୟକ ଓଆରଇଆରଏ ଅଧ୍ୟକ୍ଷ । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ବିଜ୍ଞପ୍ତି ପ୍ରକାସ ପାଇଛି । ଗୋପାଳ ପଟ୍ଟନାୟକ ଓଆରଇଆରଏର ସଦସ୍ୟ ଥିଲେ । ପରବର୍ତ୍ତୀ ନିର୍ଦ୍ଦେଶ ଯାଏଁ ଦାୟିତ୍ୱରେ ରହିବେ ।

ଭୁବନେଶ୍ୱର ବିମାନବନ୍ଦରରୁ ସାପ ଜବତ

ଭୁବନେଶ୍ୱର ବିମାନବନ୍ଦରରୁ ସାପ ଜବତ । ବିମାନରେ ଚାଲାଣ ହେଉଥିଲା ସାପ । ତାହା ପୁଣି ବିସ୍କୁଟ ଡବାରେ ଚାଲାଣ ହେଉଥିଲା ସାପ । ୯ଟି ସାପ ସାଙ୍ଗକୁ କଇଁଛ, ଗୋଧି ଓ ଏଣ୍ଡୁଅ ଉଦ୍ଧାର । ବ୍ୟାଙ୍କକରୁ ଭୁବନେଶ୍ୱର ଦେଇ ଚେନ୍ନାଇ ହେଉଥିଲା ଚାଲାଣ । ତେବେ ଚେନ୍ନାଇର ଜଣେ ଯୁବକ

କାଲି ଜଳିବ ଓଡିଶା । ଏହି ସବୁ ଜିଲ୍ଲାକୁ ଅସ୍ତବ୍ୟସ୍ତ କରିବ ତାତି

ତାତିରୁ ନିସ୍ତାର ନାହିଁ । ତତଲା କଡେଇରେ ଭାଜି ହେଉଛି ପଶ୍ଚିମ ଓଡିଶା । ଆଜି ୬ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି ହୋଇଥିବା ବେଳେ ଆସନ୍ତାକାଲି ବି ଅସ୍ତବ୍ୟସ୍ତ କରିବ ତାତି । ଆଜିଠୁରୁ ଆସନ୍ତାକାଲି ତାପମାତ୍ରା ଆହୁରି ବଢିବ ବୋଲି ଆକଳ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

୧୬ମାଓବାଦୀ ନିପାତ;ବିପୁଳ ମାରଣାସ୍ତ୍ର ଜବତ

ଛତିଶଗଡ଼ ସୁକୁମା ଜିଲ୍ଲା କେରଲାପାଳରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ଏନକାଉଣ୍ଟରରେ ଟଳିଲେ ୧୬ ମାଓବାଦୀ । ଜାରି ରହିଛି ଗୁଳି ବିନିମୟ । ଦୁଇ ଜଣ ଯବାନ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି । ଡିଆରଜି ଓ ସିଆରପିଏଫ୍‌ କୋବ୍ରା ଯବାନଙ୍କ ମିଳିତ ଅପରେସନରେ ଏହି ସଫଳତା ମିଳିଛି । ଉଭୟ