ନବ ଦାସ ହତ୍ୟା ମାମଲାରେ ନୂଆ ମୋଡ଼, ତଦନ୍ତ କରିବ କି ସିବିଆଇ?
ଦୀର୍ଘ ପ୍ରାୟ ଦୁଇବର୍ଷ ପରେ ତତକାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲା ନୂଆମୋଡ଼ ନେଇଛି । କ୍ରାଇମବ୍ରାଂଚ ତଦନ୍ତରେ ସନ୍ତୁଷ୍ଟ ନହୋଇ ନବଙ୍କ ପରିବାର ସଦସ୍ୟମାନେ ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିବା ପରେ ହତ୍ୟାକାଣ୍ଡ ଘଟଣାର ସାନି ତଦନ୍ତ!-->…
