ଆଜି ରଙ୍ଗର ପର୍ବ ହୋଲି, ଗାଁଠୁ ସହର ସବୁଠି ଉତ୍ସାହର ମାହୋଲ
ଆଜି ରଙ୍ଗର ପର୍ବ ହୋଲି । ହୋଲି ପାଇଁ ଗାଁଠୁ ସହର ସବୁଠି ଉତ୍ସାହର ମାହୋଲ । ପରସ୍ପରକୁ ରଙ୍ଗ ଲଗାଇ ହୋଲିର ଶୁଭେଚ୍ଛା ଜଣାଉଛନ୍ତି ଲୋକେ । ସବୁଠି ଜମୁଛି ରଙ୍ଗର ମାହୋଲ । ସ୍ନେହ ଓ ପ୍ରେମର ରଙ୍ଗ ଲଗାଇ ସମ୍ପର୍କର ସୁତାକୁ ମଜବୁତ କରୁଛନ୍ତି ସମସ୍ତେ । ମିଠା ଦେଇ ମନ ଜିଣୁଛନ୍ତି ସାଙ୍ଗ,!-->…
