ଆଜିଠୁ ବିଶ୍ୱ ଐତିହ୍ୟ ସପ୍ତାହ: ମାଗଣାରେ କୋଣାର୍କ ବୁଲିବେ ପର୍ଯ୍ୟଟକ
ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ବୁଧବାର କୋଣାର୍କ ସୂର୍ଯ୍ୟମନ୍ଦିର ପ୍ରବେଶ ଶୁଳ୍କ ଛାଡ଼ କରାଯାଇଛି I ଏଏସଆଇ ପକ୍ଷରୁ ଏହି ସୂଚନା ଦିଆଯାଇଛି I ବିଶ୍ୱ ଐତିହ୍ୟ ସପ୍ତାହ ସମାରୋହ ପାଳନ ସହିତ ପର୍ଯ୍ୟଟକଙ୍କୁ ଗୋଟିଏ ଦିନ ପାଇଁ ପ୍ରବେଶ ଶୁଳ୍କ ଛାଡ଼ ହୋଇଥିବା କୋଣାର୍କ ସଂରକ୍ଷଣ ଅଧିକାରୀ…
