ଅତିଥି ଅଧ୍ୟାପକଙ୍କ ଭରସାରେ ରାଜ୍ୟର ୧୭ ବିଶ୍ୱବିଦ୍ୟାଳୟ
ଅତିଥି ଅଧ୍ୟାପକଙ୍କ ଭରସାରେ ରାଜ୍ୟର ନାମକରା ବିଶ୍ୱବିଦ୍ୟାଳୟ । ରାଜ୍ୟର ୧୭ଟି ବିଶ୍ୱବିଦ୍ୟାଳୟରେ ୯୬୩ ଜଣ ଜଣ ଅତିଥି ଅଧ୍ୟାପକ ପାଠ ପଢାଉଛନ୍ତି । ଏନେଇ ଆଜି ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୁରଜ । ମିଳିଥିବା ସୂଚନା ମୁତାବକ, ବିଜେଡି ବିଧାୟକ!-->…
