ବାରବାଟୀ ଲଢେଇ: ବାଲୁକା କଳାରେ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା
ଆଉ କେଇ ଘଣ୍ଟାର ଅପେକ୍ଷା । ତାପରେ ଆରମ୍ଭ ହେବ ବାରବାଟୀ ଲଢେଇ । ମୈଦାନରେ ଇଣ୍ଡିଆ-ଇଂଲଣ୍ଡର ମହାମୁକାବିଲା ଦେଖିବେ ଦର୍ଶକ, ଦେଖିବ ସାରା ବିଶ୍ବ । ମ୍ୟାଚ୍ ଦେଖିବାକୁ ଷ୍ଟାଡିୟମ ବାହାରେ ଦର୍ଶକଙ୍କ ଭିଡ ଜମିଥିବା ବେଳେ ଗେଟରେ ଧିରେଧିରେ ଲୋକଙ୍କୁ ଛଡାଯାଉଛି । ସମସ୍ତେ ଟିମ୍ ଇଣ୍ଡିଆର ବିଜୟ!-->…
