ଆଜି ଓଡ଼ିଶା ଆସୁଛନ୍ତି ନୀତିନ ଗଡ଼କରୀ, ଓଡ଼ିଶା ପାଇଁ କରିପାରନ୍ତି ବଡ଼ ଘୋଷଣା
ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ । ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ । ଏହି ଅବସରରେ ସେ ଓଡ଼ିଶାକୁ ୪ ହଜାର କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଭେଟିଦେବେ । ଆଜି ଅପରାହ୍ଣରେ ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ!-->…
