ଶ୍ରୀପଞ୍ଚମୀ ଓ ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ୪ ଦିନ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ
ଶ୍ରୀପଞ୍ଚମୀ ଓ ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବ୍ରୁଆରି ୨ ଏବଂ ୩ ତାରିଖ ତଥା ଫେବ୍ରୁଆରି ୫ ଓ ୬ ତାରିଖ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି। ଏହି ଦିନ ବ୍ୟତୀତ ଅନ୍ୟ ଦିବସରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ!-->…
