ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ; ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲକୁ ଏୟାରଲିଫ୍ଟ
ଆନ୍ଧ୍ରପ୍ରଦେଶର ପୂର୍ବତନ ରାଜ୍ୟପାଳ ତଥା ବିଜେପିର ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ । ତାଙ୍କୁ ଭୁବନେଶ୍ୱରରୁ ହାଇଦ୍ରାବାଦକୁ ଏୟାରଲିଫ୍ଟ କରାଯାଇଥିବା ନେଇ ସୂଚନା ମିଳିଛି । ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ!-->…
