ନବୋଦୟ ବିଦ୍ୟାଳୟରେ ଝାଡ଼ାବାନ୍ତି: ୧୦୦ ଛାତ୍ରୀଛାତ୍ର ଅସୁସ୍ଥ
ନବରଙ୍ଗପୁର ଜିଲା ଖାତିଗୁଡ଼ା ସ୍ଥିତ ନବୋଦୟ ବିଦ୍ୟାଳୟରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ୧୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଅସୁସ୍ଥ ହୋଇପଡିଥିବା ସୂଚନା ମିଳିଛି।
ଝାଡ଼ାବାନ୍ତିରେ ଗୁରୁବାର ବିଦ୍ୟାଳୟର ଶହେରୁ ଅଧିକ ଛାତ୍ରୀଛାତ୍ର ଅସୁସ୍ଥ ହୋଇ!-->!-->!-->…
