ପ୍ରତି ପଞ୍ଚାୟତରେ ଖୋଲାଯିବ ଆଦର୍ଶ ବିଦ୍ୟାଳୟ
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ବୁଧବାର ଲୋକସେବା ଭବନରେ ବସିଥିବା କ୍ୟାବିନେଟ୍ ବୈଠକରେ 10 ପ୍ରସ୍ତାବକୁ ଅନୁମୋଦନ ମିଳିଛି । ବୈଠକ ଶେଷ ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମ୍ୱାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି । ଏହାସହ ପୂର୍ବ ସରକାରଙ୍କ ଯୋଜନାକୁ!-->…
