ତାରାଙ୍କୁ ଉଠାଇନେଲା ପୋଲିସ
ଲୋୟର ପିଏମଜିରେ ମୁହାଁମୁହିଁ ହୋଇଛନ୍ତି ପୋଲିସ-କଂଗ୍ରେସ। ଲୋୟର ପିଏମଜିରେ ଲାଠିଚାର୍ଜ । ନାରୀ ସୁରକ୍ଷା ପ୍ରସଙ୍ଗକୁ ନେଇ ସରକାରକୁ ଘେରିଛନ୍ତି କଂଗ୍ରେସ କର୍ମୀ । କଂଗ୍ରେସ କର୍ମୀ ଓ ପୋଲିସ ମୁହାଁମୁହିଁ ପରିସ୍ଥିତି ହୋଇଛନ୍ତି । ବ୍ୟାରିକେଡ ଭାଙ୍ଗି ଧସେଇ ପଶିବାକୁ ଉଦ୍ୟମ କରୁଛନ୍ତି!-->…
