ବିଧାନସଭା ବାହାରେ ପ୍ରବଳ ହଙ୍ଗାମା, ବ୍ୟାରିକେଡ ଭାଙ୍ଗିଲା କଂଗ୍ରେସ
କଂଗ୍ରେସର ୧୨ ଜଣ ବିଧାୟକ ବିଧାନସଭାରୁ ସସପେଣ୍ଡ ହେବା ପରେ, ରାଜ୍ୟ ରାଜନୀତି ସରଗରମ ହୋଇଛି। ଗତକାଲି ସାରା ରାତି ରାସ୍ତା ଉପରେ କଂଗ୍ରେସ ବିଧାୟକ ଧାରଣା ଦେବା ପରେ, ଏବେ ବିଧାନସଭାକୁ ବାହାରିଛନ୍ତି କଂଗ୍ରେସ ବିଧାୟକ। ଘଣ୍ଟ ପିଟି ବିଧାନସଭା ଅଭିମୁଖେ ବାହାରିଛନ୍ତି କଂଗ୍ରେସ ବିଧାୟକ।!-->…
