ଫସଲ କ୍ଷତି ଓ ମଣ୍ଡି ସମସ୍ୟା ସରକାରଙ୍କ ପାଇଁ ଏବେ ବଡ଼ ଆହ୍ୱାନ
ଅମଳ ସମୟରେ ୧ ସପ୍ତାହ ଧରି ଅଦିନିଆ ଲଘୁଚାପ ଜନିତ ଲଗାଣ ବର୍ଷା, ଫସଲ ନଷ୍ଟ ଏବଂ ୩ ଦିନରେ ୪ ଜଣ ଚାଷୀଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟରେ ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି ହୋଇଥିବାବେଳେ ଓଡିଶା ଚାଷୀ ଭୟଙ୍କର ସଙ୍କଟ ଦେଇ ଗତି କରୁଛି । ପ୍ରକୃତିର ଶକ୍ତ ପ୍ରହାର ଚାଷୀର ମେରୁଦଣ୍ଡକୁ!-->…
