Odia News Portal
Browsing Tag

swadhikar

ଆଉ ୫ ଦିନ ପ୍ରବଳ ବର୍ଷା

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଥିବା ଲଘୁଚାପ କ୍ଷେତ୍ର ଏବେ ଉପକୂଳବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ରହିଛି। ଆସନ୍ତା ୨ ଦିନରେ ଲଘୁଚାପ ଉତ୍ତର ଓଡ଼ିଶା, ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଦିଗରେ ଗତି କରିବ।

ଔଷଧ କାରଖାନା ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୩୫ ଛୁଇଁଲା

ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲ୍ଲାରେ ଏକ ଔଷଧ କାରଖାନାରେ ସୋମବାର ଦିନ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ଏବେ ସୁଦ୍ଧା ୩୫ ଜଣଙ୍କର ମୃତ୍ୟୁ ଘଟି ସାରିଲାଣି।। ଏବେ ବି ଧ୍ୱଂସପ୍ରାପ୍ତ ସ୍ଥାନରୁ ଭଗ୍ନାବଶେଷ ସଫା କାର୍ଯ୍ୟ ଜାରି ରହିଛି।

ପୁରୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ପୁରୀ ଗସ୍ତରେ ମୁଖ୍ୟମନ୍ତ୍ରୀ । ବାହୁଡ଼ାଯାତ୍ରା ନେଇ କରିଛନ୍ତି ସମୀକ୍ଷା । ସେବାୟତଙ୍କ ସହ ଆଲୋଚନା କରିବା ସହ ବରିଷ୍ଠ ଅଧିକାରୀଙ୍କ ସହ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇଛନ୍ତି । ଦଳଚକଟା ଘଟଣା ପରେ ମୁଖ୍ୟମନ୍ତ୍ରୀଙ୍କ ଏହା ପ୍ରଥମ

ଯବାନଙ୍କୁ ମ୍ୟାଲେରିଆ ଚିନ୍ତା : ଶତ୍ରୁ ସହ ଲଢ଼ିବେ ନା ମଶାଙ୍କଠାରୁ ବଞ୍ଚିବେ

ଯବାନଙ୍କୁ ନାକେଦମ କଲାଣି ମ୍ୟାଲେରିଆ । ମନରେ ଦମ୍ଭ ଧରି ଅପରେସନରେ ଯାଉଥିବା ଯବାନ ଜଙ୍ଗଲରୁ ଫେରିବା ପରେ ସିଧା ମେଡିକାଲ ମୁହାଁ ହେଉଛନ୍ତି । କାରଣ ଘଞ୍ଚ ଜଙ୍ଗଲରେ କେବଳ ମାଓବାଦୀଙ୍କ ସହ ନୁହେଁ ମଶାଙ୍କ ସହ ମଧ୍ୟ ରୀତିମତ ଚାଲିଛି ଯବାନଙ୍କ ଲଢ଼େଇ । ମାଲକାନଗିରିରେ ତାଉ ଦେଖାଉଛି

ବିଏମସି ଘଟଣା; ସବୁ ଅଭିଯୋଗ ମିଛ: ରତ୍ନାକର ସାହୁ

ସବୁ ଅଭିଯୋଗକୁ ଖଣ୍ଡନ କଲେ  ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁ ।  ମୋ ବିରୋଧରେ ସମସ୍ତ ଅଭିଯୋଗ ଭିତ୍ତିହୀନ ।  ଏଭଳି ମିଛ କଥା ଉପରେ କୌଣସି ମନ୍ତବ୍ୟ ଦେବାକୁ ଚାହୁଁନି । ରେବତୀ ବେହେରାଙ୍କ ଅଭିଯୋଗ ସମ୍ପୁଣ୍ଣ ମିଛ ।  ପୋଲିସ ତା ହିସାବରେ କାମ କରୁଛି ଆଇନ ଉପରେ ଭରସା ଅଛି ।

ବିଏମସି ଘଟଣା:  ଓଏଏସ, ଓଆରଏସ ଅଫିସରଙ୍କ ସମୂହ ଛୁଟି

ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ  ୮ ଜିଲ୍ଲାର ଓଏଏସ, ଓଆରଏସ ଅଫିସର । କଟକ, ଜଗତସିଂହପୁର, ଭଦ୍ରକ, ରାୟଗଡା, ଦେବଗଡ ଜିଲ୍ଲା , ସୁବଣ୍ଣପୁର, ବାଲେଶ୍ୱର ଓ ଗଞ୍ଜାମ ଜିଲ୍ଲାରେ ବି ସମୂହ ଛୁଟିରେ ଗଲେ ।  ବିଏମସି ଅଫିସରଙ୍କୁ ଆଟାକ ଘଟଣା ପ୍ରତିବାଦରେ ଛୁଟିରେ ଗଲେ । ଦୃଷ୍ଟାନ୍ତମୂଳକ

ଆଜିଠୁ ନୂଆ ନିୟମ: ମହଙ୍ଗା ହେବ ରେଳଭଡ଼ା

ଆଜିଠୁ ବିଭିନ୍ନ କ୍ଷେତ୍ରରେ ଅନେକ କିଛି ନୂଆ ନିୟମ ଆସିବ । ଯାହା ଜାଣିବା ପ୍ରତିଟି ବ୍ୟକ୍ତିଙ୍କ ପାଇଁ ଜରୁରୀ । ଜୁଲାଇ ମାସ ପହିଲାରୁ ଗ୍ୟାସ୍‌ ଦର ଠାରୁ ଆରମ୍ଭ କରି ବ୍ୟାଙ୍କିଙ୍ଗ ବ୍ୟବସ୍ଥାରେ କିଛିଟା ପରିବର୍ତ୍ତନ ଆସିବ । ସେହିଭଳି ଆପଣ ଯଦି ଟ୍ରେନରେ ଯାତାୟତ କରୁଥିବେ ତେବେ

ବିଏମସି କାର୍ଯ୍ୟାଳୟ ହିଂସାକାଣ୍ଡରେ ସମ୍ପୃକ୍ତି ଅଭିଯୋଗ: ୫ ଜଣଙ୍କୁ ନିଲମ୍ବନ କଲେ ରାଜ୍ୟ ବିଜେପି ସଭାପତି

ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ସୋମବାର ହିଂସାକାଣ୍ଡରେ ସମ୍ପୃକ୍ତି ଅଭିଯୋଗ ଆଧାରରେ ୫ ଜଣଙ୍କୁ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ରାଜ୍ୟ ସଭାପତି ମନମୋହନ ସାମଲ ନିଲମ୍ବନ କରିଛନ୍ତି। କର୍ପୋରେଟର ଅପରୂପ ନାରାୟଣ ରାଉତ,ରଶ୍ମି ରଞ୍ଜନ ମହାପାତ୍ର, ଦେବାଶିଷ ପ୍ରଧାନ,

ଜୁଲାଇ ମାସରୁ ଚାଉଳ ବନ୍ଦ! ଇ-କେଓ୍ୱାଇସି କରିନଥିଲେ ମିଳିବନି ରାସନ

ପୁରିଲା କଣ୍ଟ, ଏଥର କଠୋର ଆଭିମୁଖ୍ୟ ଦେଖାଇଛନ୍ତି ସରକାର । ୨୦୨୪ ଅଗଷ୍ଟ ମାସରୁ ଇ-କେଓ୍ୱାଇସି  ପାଇଁ ତାରିଖ ପରେ ତାରିଖ ଧାର୍ଯ୍ୟ କରିଆସୁଥିଲେ ରାସନ କାର୍ଡ ହିତାଧିକାରୀଙ୍କ ପାଇଁ । ଏଥର କିନ୍ତୁ ସମୟ ଅବଧି  ବଢାଇଲାନି ଯୋଗାଣ ବିଭାଗ । ଜୁନ ଶେଷ ସୁଦ୍ଧା ୨୧ ଲକ୍ଷ ୫୮ ହଜାର ହିତାଧିକାରୀ

 ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାମହିମ

ଆସନ୍ତା ୧୪ ତାରିଖରେ ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ମହାମହିମ । ୧୪ରେ ଭୁବନେଶ୍ୱର ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ଏବଂ ୧୫ରେ କଟକର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ରାଷ୍ଟ୍ରପତି ।