ସରକାରୀ ବସରେ ହେଉଥିଲା ଗଞ୍ଜେଇ ଚାଲାଣ; ଚଳନ୍ତା ବସରୁ ଡେଇଁ ଅଭିଯୁକ୍ତ ଫେରାର
ସରକାରୀ ବସରେ ହେଉଥିଲା ଗଞ୍ଜେଇ ଚାଲାଣ। ଖବର ପାଇ ଅବକାରୀ ବିଭାଗର ରେଡ୍ ବେଳେ ଚଳନ୍ତା ବସରେ ଡେଇଁ ଫେରାର ମାରିଲା ଅଭିଯୁକ୍ତ। ଗତକାଲି କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରେ ଏଭଳି ଘଟଣା ଘଟିଛି। ଏକ ଓଏସଆରଟିସି ବସରେ ଗଞ୍ଜେଇ ଚାଲାଣ କରୁଥିଲେ ଦୁଇ ଅଭିଯୁକ୍ତ।
ବିଶ୍ବସ୍ତ ସୂତ୍ରରୁ ଖବର!-->!-->!-->…