ଡିଏଭି ପୋଖରୀପୁଟରେ ଅନୁଷ୍ଠିତ ହୋଇଛି ତ୍ରୟୋବିଂଶତିତମ ପୁରାତନ ଛାତ୍ର ପରିଷଦ ବୈଠକ
ତା୨୫.୧୨.୨୪ ଡିଏଭି ପୋଖରୀପୁଟରେ ପୁରାତନ ଛାତ୍ର ପରିଷଦର ବୈଠକ ବର୍ଣ୍ଣାଢ଼୍ୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି।ବେଦପାଠ ଓ ଡିଏଭି ଗାନ ସହ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା।ଛାତ୍ର ପରିଷଦର ସଭାପତି ଡକ୍ଟର କାଳୀପ୍ରସାଦ ରଥ ଉପସ୍ଥିତ ସମସ୍ତ ବିଦ୍ୟାର୍ଥୀ ଙ୍କୁ ବହୁସଂଖ୍ୟାରେ ପରିଷଦ!-->…
