Odia News Portal
Browsing Tag

swadhikar

କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍‌ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ରାଜ୍ୟରେ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ ପୂରଣ ପ୍ରସଙ୍ଗରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଉଚ୍ଚ ନ୍ୟାୟାଳୟ। ନିଯୁକ୍ତିରୁ ବଞ୍ଚିତ ଆଶାୟୀଙ୍କ ପିଟିସନ୍ ଉପରେ ଶୁଣାଣି କରି ଏଭଳି

ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି

ନବୀନ ପଟ୍ଟନାୟକଙ୍କ ଉପରେ ରୁବେନ୍ ବାନାର୍ଜୀଙ୍କ ଲିଖିତ ବହିକୁ ନେଇ ବିଜେଡିରେ କମ୍ପନ। ପ୍ରଥମେ ଦଳର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ ରୁବେନଙ୍କ ତଥ୍ୟକୁ ପରୋକ୍ଷରେ ସମର୍ଥନ କରିଥିବାବେଳେ ଏବେ ଏହି ତଥ୍ୟକୁ ନେଇ ଆପତ୍ତି ଉଠାଇଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ। କେବଳ ଚା ଖଟି ଓ ବିରୋଧୀ

ବରିଷ୍ଠ ଆଇଏଏସ୍ ଅଧିକାରୀ ମନୋଜ ଆହୁଜାଙ୍କ ବଢ଼ିବ କି କାର୍ଯ୍ୟକାଳ

ବରିଷ୍ଠ ଆଇଏଏସ୍ ଅଧିକାରୀ ମନୋଜ ଆହୁଜାଙ୍କ ବଢ଼ିବ କି କାର୍ଯ୍ୟକାଳ? ମୁଖ୍ୟ ଶାସନ ସଚିବ ଦାୟିତ୍ବରେ ଥିବା ଏହି ଅଧିକାରୀଙ୍କ କାର୍ଯ୍ୟକାଳ ସରକାର ୬ମାସ ବଢ଼ାଇ ପାରନ୍ତି । ଡିସେମ୍ବର ୩୧ରେ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଶେଷ ହେଉଛି । ତାଙ୍କ କାର୍ଯ୍ୟକାଳ ବଢ଼ାଯିବ ବୋଲି

ଯୁବତୀ ଅପହରଣ ପଛରେ ତ୍ରିକୋଣୀୟ ପ୍ରେମ, ନାଟକ ରଚିଥିଲେ ଏକ୍ସ ବୟଫ୍ରେଣ୍ଡ

ମୈତୀବିହାର ଯୁବତୀ ଅପହରଣ ଘଟଣାରେ ନୂଆ ଟ୍ୱିଷ୍ଟ । ଶେଷରେ ଘରକୁ ଫେରିଲେ ଅପହୃତ ଯୁବତୀ । ଘରକୁ ଫେରିବା ପରେ ଏକ ନିବୃତ୍ତ ସ୍ଥାନରେ ପଚରାଉଚରା କରୁଛି ପୋଲିସ । ତେବେ ଯାହା ଜଣାପଡିଛି ତ୍ରିକୋଣିଆ ପ୍ରେମ ପାଇଁ ଅପହରଣ ନାଟକ ରଚିଥିଲେ ପୂର୍ବତନ ପୁରୁଷ ବନ୍ଧୁ । ଏହାସହ ଅପହରଣକାରୀକୁ ଖୋଜିବା

ଅଦିନିଆ ବର୍ଷା ଘଟାଇଥିବା କ୍ଷୟକ୍ଷତିର ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ଅଦିନିଆ ବର୍ଷା ଘଟାଇଥିବା କ୍ଷୟକ୍ଷତିର ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରାଥମିକ ଆକଳନ କରି ୩ ଦିନ ଭିତରେ କ୍ଷୟକ୍ଷତିର ରିପୋର୍ଟ ଦେବାକୁ ଜିଲ୍ଲାପାଳମାନଙ୍କୁ

ରାଜଧାନୀରେ ଚାଞ୍ଚଲ୍ୟ: ଯୁବକଙ୍କୁ ହାଣି ଯୁବତୀଙ୍କୁ ଅପହରଣ ଅଭିଯୋଗ

ରାଜଧାନୀ ଭୁବନେଶ୍ବରର ମୈତ୍ରୀ ବିହାର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଆଜି ସକାଳେ ଆକାଶ ସିଂହ ନାମକ ଜଣେ ଯୁବକଙ୍କୁ ହାଣି ଯୁବତୀଙ୍କୁ ଅପହରଣ ଅଭିଯୋଗ ହୋଇଛି। ଯୁବକ ଆକାଶ ସିଂହଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।  ସୂଚନା

୩ ଦିନ ଭିତରେ  ସରିବ କ୍ଷୟକ୍ଷତି ଆକଳନ  – ମନ୍ତ୍ରୀ

ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ବଡ ପ୍ରତିକ୍ରିୟା ରଖିଛନ୍ତି ା କହିଛନ୍ତି ଧାନ ନଷ୍ଟ ନେଇ ରିପୋର୍ଟ ଦେବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ୩ ଦିନ ଭିତରେ ସରିବ କ୍ଷୟକ୍ଷତି ଆକଳନ ।

ପ୍ରଧାନମନ୍ତ୍ରୀଙ୍କୁ ମିଳିଲା କୁଏତର ସର୍ବୋଚ୍ଚ ସମ୍ମାନ

 ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମିଳିଲା କୁଏତର ସର୍ବୋଚ୍ଚ ବେସାମରିକ ସମ୍ମାନ। ଦୁଇ ଦିନିଆ କୁଏତ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଆଜି ଏହାର ସର୍ବୋଚ୍ଚ ସମ୍ମାନ ‘ଅର୍ଡର ଅଫ୍‌ ମୁବାରକ୍‌ ଅଲ୍‌-କବୀର’ ପ୍ରଦାନ କରାଯାଇଛି। ଏହା ହେଉଛି କୌଣସି ଦେଶ ଦ୍ୱାରା ପ୍ରଧାନମନ୍ତ୍ରୀ

ପଦାକୁ ଆସିଲା ବିଜେଡି ହାରିବାର କାରଣ

ନବୀନ ପଟ୍ଟନାୟକଙ୍କ ଜୀବନୀ ଉପରେ ବରିଷ୍ଠ ସାମ୍ବାଦିକ ରୁବେନ ବାନାର୍ଜୀଙ୍କ ଦ୍ୱାରା ଲିଖିତ ପୁସ୍ତକର ପରିବର୍ଦ୍ଧିତ ସଂସ୍କରଣରେ ଚାଞ୍ଚଲ୍ୟକର ତଥ୍ୟ। ପାଣ୍ଡିଆନ୍ ପଜଲ ସହ କିଏ ଥିଲେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ କାନକୁହା, ସେ କଥା ଲେଖିଛନ୍ତି ରୁବେନ୍ ବାନାର୍ଜୀ। ଭି କେ ପାଣ୍ଡିଆନଙ୍କ

ପ୍ରବାସୀ ଦିବସ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ: ମନ୍ତ୍ରୀ

ପ୍ରବାସୀ ଦିବସ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଆଇନ ମନ୍ତ୍ରୀ କହିଛନ୍ତି । ତେବେ ସୂଚନା ଅନୁଯାଇ , ପ୍ରବାସୀ ଭାରତୀୟ ଦିବସ ପାଇଁ ଚାଲିଛି ପ୍ରସ୍ତୁତି । ଜାନୁଆରୀ ୧ , ୨ ଓ ୩ ରେ ଚୂଡାନ୍ତ ସମୀକ୍ଷା ହେବ। ଏ ନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ