Odia News Portal
Browsing Tag

swadhikar

ନାବାଳିକା ପୋଡ଼ି ଘଟଣା, ବଳଙ୍ଗା ଥାନାରେ ପହଞ୍ଚିଲା କ୍ରାଇମ୍‌ବ୍ରାଞ୍ଚ ଟିମ୍

ପୁରୀ ଜିଲ୍ଲା ବଳଙ୍ଗାରେ ନାବାଳିକା ପୋଡ଼ି ଘଟଣାରେ ତଦନ୍ତକୁ ଜୋରଦାର କରିଛି ପୋଲିସ। ଏକାସଙ୍ଗେ ତିନିଟି ଟିମ୍ ଭିନ୍ନ ଭିନ୍ନ ସ୍ଥାନରେ ତଦନ୍ତ କରୁଛନ୍ତି । ଗୋଟିଏ ଟିମ୍ ପୀଡ଼ିତାଙ୍କ ଘରେ ପହଞ୍ଚିଥିବା ବେଳେ ଅନ୍ୟ ଏକ ଟିମ୍ ପୀଡ଼ିତାଙ୍କ ସାଙ୍ଗଙ୍କ ଘରେ ପହଞ୍ଚିଛି । ସେହିପରି ଆଉ ଏକ

ବଡ଼ ଦୁର୍ଘଟଣାରୁ ବର୍ତ୍ତିଲା ଏୟାର ଇଣ୍ଡିଆ, ଅବତରଣ ବେ‌ଳେ ରନୱେରୁ ଖସିଲା ବିମାନ

ଅହମଦାବାଦରେ ହୋଇଥିବା ଏୟାର ଇଣ୍ଡିଆ ବିମାନ ବିସ୍ଫୋରଣ ଘଟଣାକୁ ମାସେ ବିତିଛି। ଏହି ସମୟ ମଧ୍ୟରେ ଏୟାର ଇଣ୍ଡିଆର ଅନେକ ବିମାନ ଯାନ୍ତ୍ରିକ ତ୍ରୁଟି ବା ଅନ୍ୟ କାରଣ ପାଇଁ ଜରୁରୀକାଳିନ ଅବତରଣ କରିଛି। ବାରମ୍ବାର ଦେଖାଯାଉଥିବା ତ୍ରୁଟି ପାଇଁ ବିବାଦରେ ଥିବା ଏୟାର ଇଣ୍ଡିଆକୁ ନେଇ ଏବେ ଆଉ ଏକ

ରେଭେନ୍ସାରେ ରାଗିଂ ଘଟଣା ସତ: ଚିଫ୍ ୱାର୍ଡେନ୍

ରେଭେନ୍ସାରେ ରାଗିଂ ଘଟଣା ନେଇ ପ୍ରତିକ୍ରୟା ରଖିଲେ ଚିଫ୍ ୱାର୍ଡେନ୍ ସୁଦର୍ଶନ ମିଶ୍ର। ଏହି ଘଟଣା ସତ ବୋଲି କହିବା ସହ ରାଗିଂ ହୋଇଥିବାର ନେଇ ପ୍ରମାଣ ରହିଛି ବୋଲି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଭିଡିଓ ଫଟୋ ଏଭିଡେନସ ଆଣ୍ଟି ରାଗିଂ କମିଟିକୁ ପଠାଯାଇଛି। ରାତି ୧୨ ଟା ପରେ ଇଷ୍ଟ

୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା କଲେ ମାଓବାଦୀ

ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ। ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା କଲେ ମାଓବାଦୀ। ଛତିଶଗଡ଼ର ବିଜାପୁରର ତର୍ରେମ ଥାନା ଛଟୁବାଇ ଓ ବଡେ ତର୍ରେମ ଗାଁରେ ମାଓବାଦୀମାନେ ଏଭଳି କାଣ୍ଡ ଭିଆଇଛନ୍ତି। ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା କଲେ ମାଓବାଦୀ। ଛତିଶଗଡ଼ର ବିଜାପୁରର ତର୍ରେମ ଥାନା

ଛାତ୍ରୀଙ୍କୁ ଅଶାଳୀନ ଆଚରଣ ଘଟଣା: ପ୍ରଧାନ ଶିକ୍ଷକ ଓ ବିଜ୍ଞାନ ଶିକ୍ଷକ ଥାନାରେ ଅଟକ

ବାଲେଶ୍ବର ଜିଲ୍ଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା ଅଧୀନସ୍ଥ ଚମାରଗାଁ ଅଞ୍ଚଳରେ ଏକ ହାଇସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ସେହି ବିଦ୍ୟାଳୟର ଶିକ୍ଷକ ଅଶାଳୀନ ଭାବେ ସ୍ପର୍ଶ କରିବା ସହ ଅଶ୍ଲୀଳ ଇଙ୍ଗିତ କରିବା ପୁଲିସ ନିକଟରେ ଅଭିଯୋଗ ହୋଇଛି। ଅଭିଯୋଗ ପାଇବା ପରେ ପୁଲିସ୍ ତଦନ୍ତ ଆରମ୍ଭ

ଛାତ୍ର କଂଗ୍ରେସ ସଭାପତି ପଦରୁ ନିଲମ୍ବିତ ଉଦିତ ପ୍ରଧାନ

ଉଦିତ ପ୍ରଧାନ ନିଲମ୍ବିତ । ଦୁଷ୍କର୍ମ ଅଭିଯୋଗରେ ଗିରଫ ପରେ କାର୍ଯ୍ୟାନୁଷ୍ଠାନ । ଛାତ୍ର କଂଗ୍ରେସ ସଭାପତି ପଦରୁ ନିଲମ୍ବିତ । ନିଲମ୍ବନ କଲେ ଜାତୀୟ ଯୁବ କଂଗ୍ରେସ ସଭାପତି । ଛାତ୍ରୀଙ୍କୁ ପାନୀୟରେ ନିଶା ଦେଇ ଦୁଷ୍କର୍ମ ଅଭିଯୋଗ ହୋଇଥିଲା । ଉଦିତ ପ୍ରଧାନକୁ ଗିରଫ କରିଛି ମଞ୍ଚେଶ୍ୱର

ଭିଜିଲାନ୍ସ ଜାଲରେ ଡିଏଫଓ

ଭିଜିଲାନ୍ସ ଜାଲରେ କେନ୍ଦୁଝର କେନ୍ଦୁ ପତ୍ର ଡିଭିଜନ ଡିଏଫଓ ନିତ୍ୟାନନ୍ଦ ନାୟକ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଚଢାଉ କରିଛି ଭିଜିଲାନ୍ସ । ଅନୁଗୁଳ, କେନ୍ଦୁଝର, ନୟାଗଡର ୭ଟି ସ୍ଥାନରେ ରେଡ କରାଯାଇଛି ।ଚଢ଼ାଉ ବେଳେ 3 ଜଣ ଡିଏସ୍ଏସ୍ପି, 10 ଜଣ ଇନ୍ସପେକ୍ଟର ଏବଂ

ବାଲେଶ୍ବର ପୀଡ଼ିତାଙ୍କୁ ଖୁବ ଶୀଘ୍ର ନ୍ୟାୟ ମିଳିବ : ପ୍ରେସମିଟରେ ଭରସା ଦେଲେ କ୍ରାଇମବ୍ରାଞ୍ଚ ଡିଜି

ବାଲେଶ୍ବର ଯୁବତୀ ପୋଡ଼ି ଘଟଣାରେ ଏଫଏମ୍ କଲେଜକୁ ଯାଇ ତନାଘନା କରୁଛି କ୍ରାଇମବ୍ରାଞ୍ଚ ଟିମ୍ । ଏ ଘଟଣାକୁ ନେଇ ରାଜ୍ୟ ଉଠପଡ଼ ହେଉଥିବାବେଳେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ପ୍ରେସ୍ ମିଟ୍ କରି ଆଶ୍ବସ୍ତ କରିଛନ୍ତି । ଖୁବ୍ ଶୀଘ୍ର ପୀଡ଼ିତାଙ୍କ ପରିବାରକୁ ନ୍ୟାୟ ମିଳିବ ବୋଲି ଆଶ୍ବସ୍ତ

ଏୟାରଲିଫ୍ଟ ହେଲେ ବଳଙ୍ଗାର ନାବାଳିକା

ଏୟାରଲିଫ୍ଟ ହେଲେ ପୁରୀ ଜିଲ୍ଲା ବଳଙ୍ଗାର ନାବାଳିକା । ଭୁବନେଶ୍ବର ଏମ୍‌ସରୁ ଦିଲ୍ଲୀ ଏମ୍‌ସକୁ ସ୍ଥାନାନ୍ତର କରାଯାଇଛି । ଏପଟେ ଟୁଇଟ୍‌ କରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି, ସର୍ବୋତ୍ତମ ଚିକିତ୍ସା ପାଇଁ ଆଜି ବଳଙ୍ଗା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଛି ।

ଅନୈତିକ ସମ୍ପର୍କ ସନ୍ଦେହ: ସ୍ତ୍ରୀକୁ ହତ୍ୟା କରି ନଦୀରେ ଫିଙ୍ଗିଲା ସ୍ୱାମୀ

ଅନୈତିକ ସମ୍ପର୍କ ସନ୍ଦେହରେ ଜଘନ୍ୟ କାଣ୍ଡ ଭିଆଇଛି ସ୍ୱାମୀ l ସ୍ତ୍ରୀକୁ ବୁଲିବାକୁ ଡାକି ନେଇ ହତ୍ୟା କରିବା ପରେ ଅଖାରେ ବାନ୍ଧି ନଦୀରେ ଫିଙ୍ଗି ଦେଇଛି l ଏମିତି ଅଭାବନୀୟ ଘଟଣା ଘଟିଛି ଗୁରୁଣ୍ଡିଆ ଥାନା ପଂକଡ଼ିହି ପଞ୍ଚାୟତ ଜଡ଼ା ଗ୍ରାମରେl ପୁଲିସ ମୃତ ମହିଳାଙ୍କ ସ୍ୱାମୀ ଲକ୍ଷ୍ମଣ