ରାହୁଲ ଗାନ୍ଧିଙ୍କ ରେକର୍ଡ ଭାଙ୍ଗିଲେ ପ୍ରିୟଙ୍କା
ଡେବ୍ୟୁରେ କମାଲ କରିଛନ୍ତି ପ୍ରିୟଙ୍କା ଗାନ୍ଧି ଭଦ୍ରା। ସେ ପ୍ରଥମଥର ପାଇଁ କୌଣସି ନିର୍ବାଚନ ଲଢ଼ି ରେକର୍ଡ ସଂଖ୍ୟକ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ସ୍ଥିତି ଏପରି ହୋଇଛି ଯେ ପ୍ରିୟଙ୍କା ଭାଇ ରାହୁଲ ଗାନ୍ଧିଙ୍କ ୨୦୧୯ ରେକର୍ଡକୁ ମଧ୍ୟ ଭାଙ୍ଗି ଦେଇଛନ୍ତି। କେରଳର ୱାୟନାଡ ଲୋକସଭା!-->…
