ମାଲକାନଗିରି ଯିବେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ ମାଲକାନଗିରି ଗସ୍ତରେ ଯିବେ । ବନ୍ୟାରେ ମାଲକାନଗିରିରେ ବ୍ୟାପକ କ୍ଷୟକ୍ଷତି ହୋଇଥିବାବେଳେ ବନ୍ୟା ସ୍ଥିତି ସମୀକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ମାଲକାନଗିରି ଯିବେ । ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ!-->…
