ଆଡ଼ପ ପହଣ୍ଡି ବେଳେ ବଡ଼ ଠାକୁର ଖସି ପଡ଼ିବା ଘଟଣା: ତିନିଜଣିଆ କମିଟିର ତଦନ୍ତ ଆରମ୍ଭ
ପୁରୀ ଶ୍ରୀକ୍ଷେତ୍ରରେ ଆଡ଼ପମଣ୍ଡପ ବିଜେ ଗୋଟି ପହଣ୍ଡିବେଳେ ବଡ଼ଠାକୁର ଶ୍ରୀବଳଭଦ୍ର ଚାରମାଳରେ ଖସି ପଡ଼ିବା ଘଟଣାର ତଦନ୍ତ ଆରମ୍ଭ ହୋଇଛି।ମହାପ୍ରଭୁ ବଳଭଦ୍ରଙ୍କ ବାଡଗ୍ରାହୀ ହଳଧର ଦାଶ ମହାପାତ୍ରଙ୍କ ପୁଅ ଅନାଥ ହଳଧର ଦାଶ ମହାପାତ୍ରଙ୍କୁ ଡାକି ପଚରାଉଚରା କରିଛି ତିନିଜଣିଆ କମିଟି।
ଏଥିସହ!-->!-->!-->…
