ଆସୁଛି ଆଉ ଏକ ଲଘୁଚାପ, ୧୧ ପର୍ଯ୍ୟନ୍ତ ପ୍ରବଳ ବର୍ଷା
ପୁଣି ଆସୁଛି ଆଉ ଏକ ଲଘୁଚାପ। ତେବେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ଉପରେ ସମାନ୍ତରାଳ ଭାବେ ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ଉକ୍ତ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର!-->…
