ବାତ୍ୟା ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ୩ଦିନ ପ୍ରବଳ ବର୍ଷିବ, ୨୮ରୁ ବଢିବ ବର୍ଷାର ପରିମାଣ
ବାତ୍ୟା ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ୩ଦିନ ପ୍ରବଳ ବର୍ଷା ହେବ । ବାତ୍ୟା ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ୨୭ରୁ ୨୯ ଯାଏ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତାକାଲି ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି…
