ରାଜ୍ୟ ସରକାରଙ୍କ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ: ଚାଷୀଙ୍କ ପାଇଁ ନୂଆ ଯୋଜନା ‘ସିଏମ୍ କିଷାନ’
ଓଡ଼ିଶା ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ଦିନ ବଜେଟ ଉପସ୍ଥାପନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଚଳିତ ବଜେଟରେ କୃଷି କ୍ଷେତ୍ରକୁ ବିଶେଷ ଗୁରୁତ୍ଵ ଦେଇଛନ୍ତି ରାଜ୍ୟ ସରକାର। ରାଜ୍ୟର ଚାଷୀମାନଙ୍କ ଲାଗି 'ସିଏମ କିଷାନ' ନାଁରେ ନୂଆ ଯୋଜନା ଆରମ୍ଭ କରିବାକୁ!-->…
