ଉପସ୍ଥାପନ ହେଲା କେନ୍ଦ୍ର ବଜେଟ୍: ନିଯୁକ୍ତି, ଶିକ୍ଷା ଓ ଦକ୍ଷତା ଉପରେ ଫୋକସ୍
ଲୋକସଭାରେ ଉପସ୍ଥାପନ ହୋଇଛି କେନ୍ଦ୍ର ବଜେଟ୍। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ନିଜର ବଜେଟ ଅଭିଭାଷଣ ଆରମ୍ଭ କରିଛନ୍ତି। ଖୋଲିଛି ନିର୍ମଳାଙ୍କ ବଜେଟ୍ ପେଢ଼ି। ସଂସଦରେ ପେପର୍ ଲେସ୍ ବଜେଟ୍ ଉପସ୍ଥାପନ ହୋଇଛି।
ସମସ୍ତ ଔପଚାରିକତା ଶେଷ ପରେ ଅର୍ଥମନ୍ତ୍ରୀ ଓ!-->!-->!-->…
