୧୨ ଘଣ୍ଟାରେ ଅବପାତ; ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷିବ
କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର ଆଜି ୱେଲ୍ ମାର୍କଡ ଲୋ- ପ୍ରେସର ବା ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ୧୨ ଘଣ୍ଟାରେ ଏହା ଅବପାତରେ ପରିଣତ ହେବ। ଏହା ପ୍ରଭାବରେ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି!-->…
