ପୁଣି ଶ୍ରୀମନ୍ଦିର ଫଟୋ ଭାଇରାଲ୍
ରାଜା ସାକେର ନାମକ ଜଣେ ଯୁବକ ନିଜ ଇନ୍ଷ୍ଟାଗ୍ରାମ ଆଇଡିରେ ଶ୍ରୀମନ୍ଦିର ଭିତର ବେଢ଼ାର ଏକାଧିକ ଫଟୋ ଛାଡ଼ିଛନ୍ତି। ଏହି ଫଟୋ ନୃସିଂହ ମନ୍ଦିର ଓ ଆନନ୍ଦ ବଜାରରୁ ଉତ୍ତୋଳନ କରାଯାଇଥିବା ଜଣାପଡ଼ୁଛି। ଶ୍ରୀମନ୍ଦିର ଭିତରେ ଛିଡ଼ା ହୋଇ ଯୁବକ ଜଣକ ନିଜ ମୋବାଇଲ୍ରେ ସେଲ୍ଫି ନେଇଛନ୍ତି,!-->…
