Odia News Portal
Browsing Tag

swadhikar

ରଥଯାତ୍ରା : ପ୍ରତି ବ୍ଲକରୁ ପୁରୀକୁ ଗଡିବ ବସ୍

ରଥଯାତ୍ରା ପାଇଁ ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ ବସ୍ । ଓଏସଆରଟିସି ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା । କେବଳ ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ଓଡିଶା ରାଜ୍ୟ ସଡ଼କ ପରିବହନ ନିଗମର ପ୍ରଥମ ବୈଠକରେ ରିଭ୍ୟୁ କରି ଏହି ସୂଚନା ଦେଇଛନ୍ତି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଶ୍ରୀକାନ୍ତ ଜେନା

ନୂତନ ଭାବେ ରାଜ୍ୟର ମୁଖ୍ୟମନ୍ତ୍ରୀ ପଦର କାର୍ଯ୍ୟଭାର ଗ୍ରହଣ କରିଥିବାରୁ ଆପଣଙ୍କୁ ସ୍ୱାଗତ ଜଣାଇବା ସଙ୍ଗେ ସଙ୍ଗେ ଏକ ଗୁରୁତ୍ୱପୂର୍ଣ୍ଣ ସମସ୍ୟାକୁ ଆପଣଙ୍କ ଦୃଷ୍ଟିକୁ ଆଣିବା ସହ ଏହାର ତୁରନ୍ତ ସମାଧାନ ଆଶା କରୁଛି । ଆପଣ ଜାଣନ୍ତି ଉଚ୍ଚଶିକ୍ଷା ବିଶେଷ କରି ମେଡ଼ିକାଲ ଓ ଇଂଜିନିୟରିଂ ଭଳି…

୪୯ ବର୍ଷ ପରେ ବି ସୁଧୁରୁନି କଂଗ୍ରେସ : ବିରଂଚି ନାରାୟଣ ତ୍ରିପାଠୀ

ଦେଶରେ ସାଧାରଣ ନିର୍ବାଚନ ସରିଛି । ଅଷ୍ଟାଦଶ ଲୋକସଭା ଆରମ୍ଭ ହେବା ପୂର୍ବରୁ କଂଗ୍ରେସ ତାର ସ୍ୱାର୍ଥ ହାସଲ କରିବା ପାଇଁ ହୀନ ରାଜନୀତି ଆରମ୍ଭ କରିଦେଇଛି । ୪୯ ବର୍ଷ ତଳେ କଂଗ୍ରେସ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରି ଗଣତନ୍ତ୍ର ଓ ସମ୍ମିଧାନକୁ ହତ୍ୟା କରିବାକୁ ଚେଷ୍ଟା କରିଥିବାବେଳେ ଏତେ…

ସାପ ଧରୁ ଧରୁ ମାରିଲା ଚୋଟ, ଅକାଳରେ ଚାଲିଗଲା ସାପ ଧରାଳିଙ୍କ ଜୀବନ

ସାପ କାମୁଡାରେ ସାପ ଧରାଳିଙ୍କ ମୃତ୍ୟୁ । ସାମାନ୍ୟ ଅସାବଧାନତାରୁ ଅକାଳରେ ଚାଲିଗଲା ଜୀବନ । ପ୍ଲାଷ୍ଟିକ ଜାରରେ ବିଷଧର ସାପକୁ ଭର୍ତ୍ତି କରିବା ବେଳେ ହାତକୁ ଦଂଶିଲା । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରରେ ଏହି ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ମେଣ୍ଡାମାଳ ଗାଁର ସାପ ଧରାଳି ଗୌର…

ଖୁବ ଶୀଘ୍ର ଖୋଲିବ ରତ୍ନଭଣ୍ଡାର, ଗଣତି ହେବ ବହୁମୂଲ୍ୟ ଅଳଙ୍କାର : ଆଇନ ମନ୍ତ୍ରୀ

ଭଣ୍ଡାରକୁ ନେଇ ବଡ ଖବର । ରତ୍ନଭଣ୍ଡାର ସହ ଓଡିଆଙ୍କ ଭାବାବେଗ ଜଡିତ ଥିବାବେଳେ ରତ୍ନଭଣ୍ଡାର ଖୋଲିବା ନେଇ ପ୍ରକ୍ରିୟା ଜାରି ରହିଛି ଖୁବଶୀଘ୍ର ଏହାକୁ ଖୋଲାଯିବ ଏବଂ ଏଥିରେ ଥିବା ସବୁ ବହୁମୂଲ୍ୟ ଅଳଙ୍କାରକୁ ଗଣତି କରାଯିବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । …

୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ବଢ଼ିବ ବର୍ଷା

ରାଜ୍ୟରେ ୨୬ ତାରିଖରୁ ବଢ଼ିବ ବର୍ଷା। ବଙ୍ଗୋପସାଗରରେ ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି। ମିଳିଥିବା ସୂଚନା ମୁତାବକ, ବଙ୍ଗୋପସାଗରରେ ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ଯାହାର ପ୍ରଭାବରେ…

ପରିବା ଦର ବୃଦ୍ଧି: ‘ଆଳୁ, ପିଆଜ ଯୋଗାଇବ ନାଫେଡ’

ରାଜ୍ୟରେ ଆଳୁ ପିଆଜ ଦର ବୃଦ୍ଧି ନେଇ ପ୍ରତିକ୍ରିୟା ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ନାଶିକରୁ ପିଆଜ ୩୪ ଟଙ୍କାରେ ଆସୁଛି। ପରିବହନ ଖର୍ଚ୍ଚ ମିଶି କେଜି ପ୍ରତି ୪୦ ଟଙ୍କା ପଡିଯାଉଛି। ଫଳରେ ଖୁଚୁରା ବଜାରରେ ଏବେ ଦର ଟିକେ ଉଚ୍ଚା ରହିଛି। ସେହିପରି ଆଳୁ ଲାଗି ଆସାମ ଓ…

ମୁଖ୍ୟମନ୍ତ୍ରୀ ହେବା ପରେ ଆଜି ନିଜ ଗାଁକୁ ଯିବେ ମୋହନ ମାଝୀ

ଆଜି ନିଜ ଗାଁ କେନ୍ଦୁଝର ରାଇକଳାକୁ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେଠି ନିଜ ଘରେ ମଧ୍ୟାହ୍ନ ଭୋଜନ କରିବେ। ଏଥିସହ ସାଧାରଣ ଜନତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଗତକାଲି ନିଜ ଜନ୍ମମାଟିରେ ପୂର୍ବ ବିଜେଡି ସରକାର ଉପରେ ବର୍ଷିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ

ଆଜିଠୁ ଆରମ୍ଭ ହେଉଛି ଅଷ୍ଟାଦଶ ଲୋକସଭାର ସ୍ୱତନ୍ତ୍ର ଅଧିବେଶନ। କାମଚଳା ବାଚସ୍ପତି ଭାବେ ଶପଥ ନେଇଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭର୍ତ୍ତୃହରି ମହତାବଙ୍କୁ ଶପଥ ପାଠ କରାଇଛନ୍ତି। ଏହାପରେ ସେ ଗୃହରେ ନବନିର୍ବାଚିତ ସାଂସଦଙ୍କୁ ଶପଥପାଠ କରାଇଛନ୍ତି।…

ଜଳ ସମ୍ପଦ ବିଭାଗର ସମସ୍ତ ବିଳମ୍ବିତ ପ୍ରକଳ୍ପକୁ ତୁରନ୍ତ ଶେଷ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ଜଳସେଚନ ବିଭାଗର ସମୀକ୍ଷା କରିବା ପରେ ବିଭାଗୀୟ ସଚିବ ଅନୁ ଗର୍ଗ ପ୍ରତିକ୍ରିୟା ଦେଇ କହିଛନ୍ତି, ବନ୍ୟାକୁ ନେଇ ବିଭାଗ କେତେ ପ୍ରସ୍ତୁତ ସେ ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି। ଦୁର୍ବଳ ନଦୀ ବନ୍ଧ ଗୁଡ଼ିକ ଅଧିକ ସୁଦୃଢ କରିବା ଓ ସେଥିପାଇଁ ସଜାଗ…