Odia News Portal
Browsing Tag

swadhikar

ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ଡାକିଲେ ଗୁରୁତ୍ୱପୂର୍ଣ୍ଣ ବୈଠକ 

ରଥଯାତ୍ରା ପ୍ରସ୍ତୁତି ପାଇଁ ମୁଖ୍ୟମନ୍ତ୍ରୀ ଡାକିଲେ ଗୁରୁତ୍ୱପୂର୍ଣ୍ଣ ବୈଠକ । ଶୃଙ୍ଖଳିତ ରଥଯାତ୍ରା ନେଇ ବୈଠକରେ ହେବ ଆଲୋଚନା । ଏହି ବୈଠକରେ ଅଧ୍ୟକ୍ଷତା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଗୁଇନ୍ଦା…

‍ବିଭାଗ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, କାହାକୁ କେଉଁ ଦାୟିତ୍ୱ ମିଳିଲା ଜାଣନ୍ତୁ

ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ରାଜ୍ୟରେ ପ୍ରଥମ ବିଜେପି ସରକାର ଗଠନ ହେବାର ୩ ଦିନ ପରେ ଆଜି ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ‍ବଣ୍ଟନ କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିଜ ପାଖରେ ଗୃହ, ଅର୍ଥ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ସୂଚନା ଓ…

ପରମ୍ପରାରେ ରଜ; ପ୍ରକୃତି ଓ ନାରୀଙ୍କୁ ସମ୍ମାନ ଦିଏ ଏହି ପର୍ବ

ଓଡ଼ିଶାର ପରମ୍ପରା ଅନନ୍ୟ, ଏହାର ସଂସ୍କୃତି ଅଦ୍ୱିତୀୟ। ଆମେ ପର୍ବ ପାଳୁ ଆମ ପ୍ରକୃତିର ପରିବର୍ତ୍ତନକୁ ନେଇ। ମାଟି, ପାଣି, ପବନ, ଆକାଶ, ନିଆଁ ଏସବୁ ସୃଷ୍ଟିର ମୂଳତତ୍ତ୍ୱ ଏବଂ ଆମେ ଏହି ସବୁକୁ ନେଇ ଉତ୍ସବ ମନାଉ। ଆମ ଭାରତୀୟ ସଭ୍ୟତାରେ ପ୍ରକୃତିକୁ ନାରୀର ଆଖ୍ୟା ଦିଆଯାଇଛି, କାରଣ ଏହା ଆମ…

‘ରୋଷେଇ କରି ଆଗ ଚାଖିବେ ରୋଷେୟା, ସ୍ୱାଦିଷ୍ଟ ନହୋଇଥିଲେ କାର୍ଯ୍ୟାନୁଷ୍ଠାନ’

ସ୍କୁଲ୍ ଖୋଲିବାର ପ୍ରଥମ ଦିନରୁ ପିଲାଙ୍କୁ ଦିଆଯିବ ମଧ୍ୟାହ୍ନ ଭୋଜନ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ପାଇଁ ପଦକ୍ଷେପ ନେବାକୁ ସମସ୍ତ ଡିଇଓଙ୍କୁ ପିଏମ୍ ପୋଷଣ ରାଜ୍ୟ ନୋଡାଲ ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି, ପ୍ରଥମରୁ ୮ମ ଶ୍ରେଣୀରେ…

ଭୁବନେଶ୍ୱରରେ ପହଞ୍ଚିଲା ଦୁଇ ଓଡ଼ିଆଙ୍କ ମରଶରୀର, କୁଏତ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିଲେ

ଭୁବନେଶ୍ୱରରେ ପହଞ୍ଚିଲା କୁଏତରେ ଭୟାବହ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡ଼ିଆଙ୍କ ପାର୍ଥିବ ଶରୀର। ମହମ୍ମଦ ଜହୁର ଓ ସନ୍ତୋଷ ଗୌଡ଼ଙ୍କ ମରଶରୀର ଆଜି ସକାଳେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ମୃତଦେହ ବିମାନବନ୍ଦରରେ ପହଞ୍ଚିବା ପରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ…

କୁଏତରେ ଭୟଙ୍କର ଅଗ୍ନିକାଣ୍ଡ, ୪୦ ଭାରତୀୟ ଶ୍ରମିକ ମୃତ

କୁଏତର ଦକ୍ଷିଣାଞ୍ଚଳରେ ଥିବା ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୪୦ ଜଣ ଭାରତୀୟଙ୍କର ମୃତ୍ୟୁ ଘଟିଛି। ଏହି କୋଠାରେ ମୁଖ୍ୟତଃ ଦେଶାନ୍ତରୀ ଶ୍ରମିକମାନେ ରହିଥାନ୍ତି। ଏହି ଅଗ୍ଦିକାଣ୍ଡରେ ଅନ୍ୟ ୩୦ ଜଣ ମଧ୍ୟ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅନେକଙ୍କର ଅବସ୍ଥା ଗୁରୁତର ରହିଛି। ଏହି…

NHରେ ସିରିଜ୍‌ ଦୁର୍ଘଟଣା; ୪ଟି କାର୍‌କୁ ପିଟିଲା ଟ୍ରକ୍‌, ଉତ୍ତେଜନା

ଭୁବନେଶ୍ୱର ପଳାଶୁଣି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ୪ରୁ ଅଧିକ କାର୍‌ ଓ ବାଇକ୍‌କୁ ଧକ୍କା ଦେଇଛି। ଯାହାଫଳରେ କାର୍‌ ଭିତରେ ବସିଥିବା ଲୋକମାନେ ଆହତ ହୋଇଛନ୍ତି। ଏହାକୁ ନେଇ ଜାତୀୟ ରାଜପଥରେ ଉତ୍ତେଜନା ପ୍ରକାଶ ପାଇଛି। ଭୁବନେଶ୍ୱର କମିଶନରେଟ୍‌ ପୁଲିସ୍‌ ଘଟଣା ସ୍ଥଳରେ ପହଞ୍ଚି…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ । ଜନତା ମୈଦାନରେ ଓଡିଶାର  ରାଜ୍ୟପାଳ ରଘୁବର ଦାସ ମୋହନ ମାଝୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏଥିସହ ଓଡିଶାରେ ଆରମ୍ଭ ହେଇଛି ମୋହନ ମାଝୀଙ୍କ ସରକାର । ମୋହନ ମାଝୀଙ୍କ ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ…

ରାଜଭବନ ପକ୍ଷରୁ ପ୍ରକାଶ ପାଇଲା ମନ୍ତ୍ରୀଙ୍କ ତାଲିକା

ଠିକ୍ ଶପଥ ଗ୍ରହଣ ପୂର୍ବରୁ ରାଜଭବନ ପକ୍ଷରୁ ପ୍ରକାଶ ପାଇଲା ମନ୍ତ୍ରୀ ତାଲିକା। ମୁଖ୍ୟମନ୍ତ୍ରୀଙ୍କ ୨ ଉପମୁଖ୍ୟମନ୍ତ୍ରୀ ଶପଥ ନେବେ। ସେହିପରି ଶପଥ ନେବେ ୮ କ୍ୟାବିନେଟ ମନ୍ତ୍ରୀ ଓ ୫ ରାଷ୍ଟ୍ରମନ୍ତ୍ରୀ। ରାଜଭବନ ପକ୍ଷରୁ ମନ୍ତ୍ରୀମାନଙ୍କ ନାମ ଘୋଷଣା କରାଯାଇଛି। କ୍ୟାବିନେଟ ମନ୍ତ୍ରୀ ହେବେ- …

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ଓ ୯ ରାଜ୍ୟର ମୁଖ୍ୟମନ୍ତ୍ରୀ

ଆଉ ପ୍ରାୟ ଘଣ୍ଟାଏ ପରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝୀ। ସେଥିପାଇଁ ଚଳଞ୍ଚଳ ହୋଇଛି ରାଜଧାନୀ ଭୁବନେଶ୍ୱର। ଶପଥ ଗ୍ରହଣ ଉତ୍ସବରେ ସାମିଲ୍‌ ହେବା ପାଇଁ ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ରମନ୍ତ୍ରୀ ଓ ୯ ରାଜ୍ୟର ମୁଖ୍ୟମନ୍ତ୍ରୀ। ଶପଥ ଗ୍ରହଉ ଉତ୍ସବ…