ଓଡିଶା ଛୁଇଁଲା ମୌସୁମୀ
ଓଡିଶା ଛୁଇଁଲା ମୌସୁମୀ । ମାଲକାନଗିରିର ବିଭିନ୍ନ ଅଞ୍ଚଳରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି । ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି । କାଲି ରାତିଠୁ ମାଲକାନଗିରିର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ଆଜି ମୌସୁମୀ ବାୟୁ ସକ୍ରିୟ ରହିଛି ।!-->…
