BSKY ଚାଲୁ ରହିଛି, ଅସୁବିଧା ହେଲେ ହେଲ୍ପଲାଇନ୍ ନଂରେ ଜଣାନ୍ତୁ: ମୁଖ୍ୟ ସଚିବ
ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା BSKY କାର୍ଡକୁ ନେଇ ସ୍ୱାସ୍ଥ୍ୟ ବିଭାଗର ସୂଚନା। BSKY ଚାଲୁ ରହିଛି ଏବଂ ଘରୋଇ ହସ୍ପିଟାଲ ସହ MOU ବଳବତ୍ତର ଥିବା ସ୍ପଷ୍ଟ କରିଛି ସ୍ୱାସ୍ଥ୍ୟ ବିଭାଗ। ରାଜ୍ୟରେ ସରକାର ବଦଳୁଥିବା ଦେଖି BSKY କାର୍ଡ କାମ କରିବନି କହି କିଛି ଘରୋଇ!-->…
