Odia News Portal
Browsing Tag

swadhikar

ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢ଼ି ଚାଲିଛି ମୃତ୍ୟୁ ସଂଖ୍ୟା

ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢ଼ି ଚାଲିଛି ମୃତ୍ୟୁ ସଂଖ୍ୟା। ଆଜି ଆଉ ଜଣଙ୍କର ମୃତ୍ୟୁ ଘଟିଛି। ଏହା ସହିତ ଏହି ଘଟଣାରେ ମୃତକଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି। ପ୍ରେସ୍ ରିଲିଜ୍ ଜରିଆରେ ସ୍ୱତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି)ଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସ୍ୱାସ୍ଥ୍ୟ ଓ ପରିବାର…

ଇଭିଏମ୍ ଭଙ୍ଗାରୁଜା ଘଟଣା: ଖାରଜ୍‌ ହେଲା ଜଗଦ୍ଦେବଙ୍କ ଜାମିନ୍

ଜଗଦ୍ଦେବଙ୍କ ଜାମିନ୍ ଖାରଜ । ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ୍ ଆବେଦନ ହେଲା ଖାରଜ । ଜାମିନ୍ ଖାରଜ କଲେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲା ଦୌରାଜଜ-୨ । ବୁଥ୍ ଗଣ୍ଡଗୋଳ ଘଟଣାରେ ଗିରଫ ହୋଇଛନ୍ତି ପ୍ରଶାନ୍ତ ଜଗଦ୍ଦେବ । ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ସହ…

ପୁରୀ ବାଣ ବିସ୍ଫୋରଣ ଘଟଣା; ଚିକିତ୍ସାଧୀନ ଆଉ ୨ ଜଣଙ୍କ ମୃତ୍ୟୁ, ସଂଖ୍ୟା ୬କୁ ବୃଦ୍ଧି

ପୁରୀ ବାଣ ବିସ୍ଫୋରଣ ଟ୍ରାଜେଡିରେ ବଢ଼ିଲା ମୃତ୍ୟୁସଂଖ୍ୟା । ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ସକାଳେ ଜଣେ ଆହତ ଆଖି ବୁଜିଥିଲେ । ମୃତକମାନେ ହେଲେ ଖଣ୍ଡିଆବନ୍ଧରର ହେମନ୍ତ ସାହୁ, ନରେନ୍ଦ୍ର କୋଣର…

ବଢୁଛି ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା; ଦିନକରେ ସୁନ୍ଦରଗଡ଼ ଜିଲ୍ଲାରେ ଗଲାଣି ୧୬ ଜୀବନ

ରାଜ୍ୟରେ ବଢ଼ିବାରେ ଲାଗିଛି ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା। ସୁନ୍ଦରଗଡ଼ ଜିଲ୍ଲାରେ ଗତକାଲି ଗୋଟିଏ ଦିନରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ରାଉରକେଲା RGHରେ ଚିକିତ୍ସାଧୀନ ଅବସ୍ଥାରେ ୧୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲା ଡାକ୍ତରଖାନାରେ ୪ ଜଣଙ୍କର…

ଶେଷ ପର୍ଯ୍ୟାୟ ନିର୍ବାଚନ: ଆଜି ସରୁଛି ପ୍ରଚାର

ଦେଶରେ ଶେଷ ପର୍ଯ୍ୟାୟ ନିର୍ବାଚନ ତଥା ଓଡ଼ିଶାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ପ୍ରଚାର ସରୁଛି । ଜୁନ୍ ୧ ଶନିବାର ୮ଟି ରାଜ୍ୟରେ ୫୭ ଲୋକସଭା ଆସନରେ ହେବ ମତଦାନ । ଭୋଟରଙ୍କୁ ମନେଇବା ପାଇଁ ବିଭିନ୍ନ ଦଳର ନେତା ମାରାଥନ ପ୍ରଚାର କରୁଛନ୍ତି। ଓଡ଼ିଶାର ମୟୂରଭଞ୍ଜ, ଜଗତସିଂପୁର,…

ଆଜି ଓଡିଶା ଆସିବେ ରାହୁଲ ଗାନ୍ଧି

ଦେଶର ସପ୍ତମ ତଥା ଓଡ଼ିଶାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ଗୁରୁବାର ସନ୍ଧ୍ୟାରେ ପ୍ରଚାର ସରୁଛି। ପ୍ରଚାରର ଶେଷ ଦିନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓଡିଶା ଆସୁଛନ୍ତି । ଏଥିପାଇଁ ଉତ୍ସାହିତ ଅଛି କଂଗ୍ରେସ କ୍ୟାମ୍ପ । ସେ ଭଦ୍ରକ-ବାଲେଶ୍ବର ଲୋକସଭା ଆସନରେ ପ୍ରଚାର କରିବେ।…

ଓଡ଼ିଶାର ରାଜନୀତିରେ ଏଥର ନୂଆ ଦେଖିବାକୁ ମିଳିବ: ପ୍ରଧାନମନ୍ତ୍ରୀ

ଓଡ଼ିଶାରେ ପ୍ରଚୁର ପରିମାଣରେ ପାଣି ଅଛି। କିନ୍ତୁ ଚାଷୀଙ୍କ ଜମିକୁ ଏହି ପାଣି ପହଞ୍ଚିପାରୁ ନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନିର୍ବାଚନ ପ୍ରଚାର ବେଳେ ବୁଧବାର ଦିନ ଏହା କହିଛନ୍ତି। କେନ୍ଦ୍ରାପଡ଼ାରେ ଭାରତୀୟ ଜନତା ପାର୍ଟି (ବିଜେପି) ଦ୍ବାରା ଆୟୋଜିତ ବିଜୟ ସଂକଳ୍ପ ସମାବେଶକୁ…

ମୋଦିଙ୍କ ପ୍ରଶ୍ନ: ନବୀନ ବାବୁଙ୍କ ସ୍ୱାସ୍ଥ୍ୟ ଖରାପ ହେବା ପଛରେ ଷଡ଼ଯନ୍ତ୍ର ଅଛି କି?

‘ଗତ ବର୍ଷକ ଭିତରେ ନବୀନ ବାବୁଙ୍କ ସ୍ୱାସ୍ଥ୍ୟର ବହୁତ ଅବନତି ହେଲାଣି। ନବୀନ ବାବୁ ଏବେ ନିଜେ କିଛି କରିପାରୁନାହାନ୍ତି ବୋଲି ପାଖ ଲୋକ କହୁଛନ୍ତି। ନବୀନଙ୍କ ସ୍ୱାସ୍ଥ୍ୟ ଖରାପ ପଛରେ ଯଦି କିଛି ଷଡ଼ଯନ୍ତ୍ର ଅଛି ତାହା ଜାଣିବାର ଅଧିକାର ସାରା ଓଡ଼ିଶା ଲୋକଙ୍କ ଅଛି।’ ଆଜି ବାରିପଦାରେ…

ନିର୍ବାଚନ ପରେ ବିଜେପି-ବିଜେଡି ପୁଣି ଏକାଠି ହୋଇଯିବେ: ଖଡ୍‌ଗେ

ବାଲେଶ୍ୱରରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜ୍ଜୁନ ଖଡଗେଙ୍କ ପ୍ରଚାର କରିଛନ୍ତି। ଏହାସହ ବାଲେଶ୍ୱର ମାଟିରୁ ବିଜେପିକୁ ଟାର୍ଗେଟ କରିଛନ୍ତି ଖଡଗେ। ସେ କହିଛନ୍ତି, ଲୋକ ପଚାରୁଛନ୍ତି ବିଜେପିକୁ ଆମେ ହରାଇପାରିବା ତ? ବିଜେପିକୁ ଯଦି ନ ହଟାଇବା ତେବେ ସମ୍ବିଧାନ ବିପଦରେ, ଲୋକକନ୍ତ୍ର ବି ବିପଦରେ…

ଶେଷ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ପାଇଁ ଓଡ଼ିଶାରେ ପହଞ୍ଚିଲେ ମୋଦି

ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତାକାଲି ସରୁଛି ପ୍ରଚାର । ତା ପୂର୍ବରୁ ପ୍ରଚାର ଯୁଦ୍ଧକୁ ଚୂଡ଼ାନ୍ତ ରୂପ ଦେବାକୁ ପ୍ରସ୍ତୁତ ସବୁ ଦଳ। ବିଜେପି ପାଇଁ ଆଜି ପ୍ରଚାର ଲାଗି ଓଡ଼ିଶା ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାରିପଦାଠାରେ ମୋଦି ପହଞ୍ଚି ସାରିଛନ୍ତି। ମୟୁରଭଞ୍ଜ, …