ଗର୍ଜିଲେ ଶାହ, କହିଲେ- ୪ ଜୁନ୍ରେ ନବୀନ ବାବୁ ହେବେ ପୂର୍ବତନ ମୁଖ୍ୟମନ୍ତ୍ରୀ
ଏ ନିର୍ବାଚନ ହେଉଛି ଓଡ଼ିଆ ଅସ୍ମିତା, ଭାଷା, କଳା ଓ ସ୍ୱାଭିମାନ ପାଇଁ ଲଢ଼େଇ। ଓଡ଼ିଶାବାସୀ ନବୀନ ପଟ୍ଟନାୟକଙ୍କୁ ସହ୍ୟ କରିଗଲେ। ମାତ୍ର ତାମିଲ ବାବୁଙ୍କୁ ଆଉ ବରଦାସ୍ତ କରିବେ ନାହିଁ। ତେଣୁ ୪ ଜୁନ୍ରେ ରେଜଲ୍ଟ ଆସିବା ପରେ ନବୀନ ବାବୁ ହୋଇଯିବେ ପୂର୍ବତନ ମୁଖ୍ୟମନ୍ତ୍ରୀ । ଭଦ୍ରକ ଜିଲ୍ଲା!-->…
