ଆମ୍ବ ଗୋଟାଉଥିବା ବେଳେ ଅଘଟଣ , ହାତୀ ଆକ୍ରମଣରେ ବୃଦ୍ଧା ମହିଳାଙ୍କ ମୃତ୍ୟୁ
ଢେଙ୍କାନାଳ ସଦର ରେଞ୍ଜ ସଂସାଇଲ ଗାଁ ନିକଟରେ ହାତୀ ଆକ୍ରମଣରେ ବୃଦ୍ଧା ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ବୃଦ୍ଧା ମହିଳା ହେଲେ ବ୍ରଜ ବନ୍ଧୁ ସାହୁଙ୍କ ପତ୍ନୀ ଗୀତାଞ୍ଜଳୀ ସାହୁ । ସକାଳୁ ଗାଁ ନିକଟ ଆମ୍ବ ତୋଟାକୁ ଯାଇ ଆମ୍ବ ଗୋଟାଉଥିବା ବେଳେ ଦନ୍ତାହାତୀ…
