ପ୍ରକାଶ ପାଇଲା ସିବିଏସସି ଦ୍ୱାଦଶ ରେଜଲ୍ଟ,
ପ୍ରକାଶ ପାଇଲା ସିବିଏସସି ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ । ଗତ ବର୍ଷ ଅପେକ୍ଷା ଚଳିତ ବର୍ଷ ପାସ ହାର ବୃଦ୍ଧି ପାଇଛି । ୮୭. ୯୮ ପ୍ରତିଶତ ଛାତ୍ରଛାତ୍ରୀ ପରୀକ୍ଷାରେ ପାସ କରିଥିବା ବେଳେ ଗତ ବର୍ଷ ଅପେକ୍ଷା ଚଳିତ ବର୍ଷ ପାସ ହାର ୦.୬୫ ପ୍ରତିଶତ ବୃଦ୍ଧି ପାଇଛି । ଏଥର ମଧ୍ୟ ଛାତ୍ରଙ୍କ!-->…
