BJPର ହାଇଭୋଲଟେଜ୍ ପ୍ରଚାର: ମୋଦି-ଶାହ-ରାଜନାଥଙ୍କ ଗର୍ଜନରେ କମ୍ପୁଛି ରାଜ୍ୟ
ଜେପିର ଷ୍ଟାର କ୍ୟାମ୍ପେନରଙ୍କ କ୍ୟାମ୍ପେନିଂରେ ସରଗରମ ରାଜ୍ୟ ପ୍ରଚାର ମୈଦାନ୍। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଥିବା କଳାହାଣ୍ଡି ଓ ନବରଙ୍ଗପୁରରେ ଆଜି ଦଳର ଦୁଇ ହେଭିୱେଟ୍ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଛତିଶଗଡ଼ ସିଏମ୍ ବିଷ୍ଣୁଦେଓ ସାଏ ମାରାଥନ ପ୍ରଚାର କରି ଦଳ ପାଇଁ ଭୋଟ୍!-->…
