ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ
ମହିଳାଙ୍କୁ ସାମାଜିକ ଓ ଆର୍ôଥକ କ୍ଷେତ୍ରରେ ସଶକ୍ତ କରିବା ପାଇଁ ସ୍ୱୟଂ ସହାୟକ ଗୋଷ୍ଠୀର ସୃଷ୍ଟି କରାଯାଇଥିଲା । କିନ୍ତୁ ବିଜେଡି ଓଲଟା ନିଜର ଭୋଟ ବ୍ୟାଙ୍କକୁ ସଶକ୍ତ କରିବା ପାଇଁ ଏସ୍ଏଚଜିର ମା’, ଭଉଣୀମାନଙ୍କୁ ପ୍ରଲୋଭିତ କରିଆସୁଛି । ଏହି ପ୍ରଲୋଭନର ଶିକାର ହୋଇ କିଛି ମୁଷ୍ଟିମେୟ!-->…
