ପଶ୍ଚିମବଙ୍ଗ ରାଜ୍ୟପାଳଙ୍କ ନାଁରେ ଆସିଲା ସାଂଘାତିକ ଅଭିଯୋଗ
ନିର୍ବାଚନୀ ଋତୁରେ ପଶ୍ଚିମବଙ୍ଗ ରାଜ୍ୟପାଳଙ୍କ ନାଁରେ ଆସିଲା ସାଂଘାତିକ ଅଭିଯୋଗ । ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି ଆନନ୍ଦ ବୋଷ ଅସଦାଚରଣ କରିଥିବା ନେଇ ରାଜଭବନର ଜଣେ ଅସ୍ଥାୟୀ ମହିଳା କର୍ମଚାରୀ ଅଭିଯୋଗ କରିଛନ୍ତି । ଚାକିରିକୁ ସ୍ଥାୟୀ କରିଦେବାର ପ୍ରତିଶ୍ରୁତି ଦେଇ ରାଜ୍ୟପାଳ ତାଙ୍କ ସହ!-->…
