ଷଷ୍ଠ ଥର ପାଇଁ ହିଞ୍ଜିଳି ଆସନରୁ ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଷଷ୍ଠ ଥର ପାଇଁ ହିଞ୍ଜିଳି ଆସନରୁ ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅତିରିକ୍ତ ଉପଜିଲ୍ଲାପାଳ ତଥା ରିଟନିଂ ଅଫିସର ପାର୍ଥ ସାରଥୀ ହଂସଦାଙ୍କ ନିକଟରେ ନାମାଙ୍କନ ପତ୍ର ଭରିଥିଲେ । ଉପସ୍ଥିତ ଅଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍ । ଭି.କେ.ପାଣ୍ଡିଆନଙ୍କ ସମେତ!-->…
